ଦିଲ୍ଲୀ ମୁଖ୍ୟମନ୍ତ୍ରୀଙ୍କୁ ମିଳିଛି ସୁପ୍ରିମ ଆଶ୍ୱସ୍ତି । ଦୀର୍ଘ ୫୧ ଦିନ ପରେ ଜେଲ୍ରୁ ମୁକ୍ତ ହୋଇଛନ୍ତି ଅରବିନ୍ଦ କେଜ୍ରିୱାଲ ।ଦିଲ୍ଲୀ ମଦ ଦୁର୍ନୀତି ମାମଲାରେ କେଜ୍ରିୱାଲଙ୍କୁ ଜୁନ ୧ ତାରିଖ ଯାଏ ସର୍ତମୂଳକ ଜାମିନ ପ୍ରଦାନ କରିଛନ୍ତି ସର୍ବୋଚ୍ଚ ନ୍ୟାୟାଳୟ । ଜଷ୍ଟିସ ସଞ୍ଜୀବ ଖାନ୍ନା ଓ ଦୀପଙ୍କର ଦତ୍ତାଙ୍କୁ ନେଇ ଗଠିତ ଖଣ୍ଡପୀଠ ଜାମିନ ଆବେଦନର ଶୁଣାଣି କରିବା ସହ ଜୁନ ୨ରେ କେଜ୍ରିୱାଲଙ୍କୁ ପୁଣି ଆତ୍ମସମର୍ପଣ କରିବାକୁ ନିର୍ଦେଶ ଦେଇଛନ୍ତି ।ଜାମିନ ପାଇଁ ସର୍ତ୍ତ କିଛି ରହିଛି ….