ପୁରୀ : ରାଷ୍ଟ୍ରପତି ଗତକାଲି ରଥଯାତ୍ରା ଦେଖିବାକୁ ଆସି ପୁରୀ ରାଜଭବନରେ ରହିଥିଲେ । ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆଜି ସକାଳୁ ସୁମଦ୍ର କୂଳରେ ପ୍ରାତଃ ଭମଣ କରୁଥିବାର ଦେଖିବାକୁ ମିଳିଥିଲା । ତାଙ୍କ ସାଙ୍ଗରେ ଥିଲେ ସୁରକ୍ଷା କର୍ମୀ । ରାଷ୍ଟ୍ରପତିଙ୍କ ପ୍ରାତଃ ଭ୍ରମଣ ସମୟରେ କୌଣସି ପର୍ଯ୍ୟଟକଙ୍କୁ ସମୁଦ୍ର କୂଳକୁ ଯିବାକୁ ଅନୁମତି ନଥିଲା ।