ବାଚସ୍ପତିଙ୍କ ପୋଡିୟମ ଉପରକୁ ଚଢ଼ିଗଲେ ବିରୋଧୀ । ଆଜି ବିଧାନସଭାରେ ହୋହଲ୍ଲା ଭିତରେ ବିଜେଡିର ତୁମୁଳକାଣ୍ଡ ଦେଖିବାକୁ ମିଳିଛି । ଅବକାରୀ ମନ୍ତ୍ରୀଙ୍କ ଇସ୍ତଫା ଦାବିକରି ବାଚସ୍ପତିଙ୍କ ପୋଡିୟମ୍ ଉପରକୁ ଚଢ଼ିଗଲେ ବିଜେଡି ବିଧାୟକ। ବାଚସ୍ପତି ସୁରମା ପାଢ଼ୀ ଏହା ପରେ ଗୃହକୁ ମୁଲତବୀ ଘୋଷଣା କରିଥିଲେ ।
ବିଧାନସଭାରେ ମହିଳା ବାଚସ୍ପତିଙ୍କ ପୋଡିୟମ୍ ଦଖଲ କରିବାକୁ ବିଜେଡି ପକ୍ଷରୁ ଉଦ୍ୟମ କରାଯାଇଛି। ଅବକାରୀ ମନ୍ତ୍ରୀଙ୍କ ଇସ୍ତଫା ଦାବି କରି ବାଚସ୍ପତିଙ୍କ ପୋଡ଼ିୟମ ଉପରକୁ ସୋର ବିଧାୟକ ମାଧବ ଧଡ଼ା ଓ ଦେବଗଡ଼ ବିଧାୟକ ରୋମାଞ୍ଚ ବିଶ୍ବାଳ ଚଢ଼ିଗଲେ। ଆସନ୍ତୁ ଦେଖିବା ରିପୋର୍ଟ