ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଏନେଇ ଭାରତୀୟ ପାଣିପାଗ ବିଜ୍ଞାନ ପକ୍ଷରୁ ସୂଚନା ଦିଆଯାଇଛି । ଆସନ୍ତା ୨୪ ଘଣ୍ଟାରେ ଘୂର୍ଣ୍ଣିବଳୟ ଲଘୁଚାପର ରୂପ ନେଇପାରେ । ଲଘୁଚାପରେ ପରିଣତ ହେବା ପରେ ଏହା ପଶ୍ଚିମ ଦିଗକୁ ଗତି କରିବ ।
Get real time update about this post categories directly on your device, subscribe now.
Copyright Reserved With Newsroom