ରାସନ କାର୍ଡ ହିତାଧିକାରୀଙ୍କୁ ମିଳିବ ୩ମାସର ଆଗୁଆ ଚାଉଳ। ଅକ୍ଟୋବରରୁ ଡିସେମ୍ବର ପର୍ଯ୍ୟନ୍ତ ଆଗୁଆ ମିଳିବ ଚାଉଳ | ଏ ନେଇ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। E-kyc ବ୍ୟବସ୍ଥାକୁ ତ୍ବରାନିତ କରିବାକୁ ମଧ୍ୟ କହିଛନ୍ତି। ୧.୩୧ ଲକ୍ଷ ଶ୍ରମିକ ହେବେ ଖାଦ୍ୟ ସୁରକ୍ଷା ଯୋଜନାରେ ସାମିଲ ।

Get real time update about this post categories directly on your device, subscribe now.
Copyright Reserved With Newsroom