ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆସନ୍ତା ୨୯ ଏବଂ ୩୦ ତାରିଖ ୨ ଦିନ ପାଇଁ ନୂଆଦିଲ୍ଲୀ ଗସ୍ତ କରିବେ। ଦିଲ୍ଲୀଠାରେ ଆୟୋଜିତ କେନ୍ଦ୍ର ସରକାରଙ୍କ ଏକ ବୈଠକରେ ସେ ଯୋଗଦେବା କାର୍ଯ୍ୟକ୍ରମ ରହିଛି। ଏହି ଅବସରରେ ସେ ବାତ୍ୟା ‘ଦାନା’ ପ୍ରଭାବରେ ଓଡ଼ିଶାରେ ହୋଇଥିବା କ୍ଷୟକ୍ଷତି ନେଇ କେନ୍ଦ୍ର ସରକାରଙ୍କ ସହ ଆଲୋଚନା କରିବେ।