ମହାରାଷ୍ଟ୍ରର ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ ବିଜେପିରୁ ହେବେ । ପୂର୍ବତନ ମୁଖ୍ୟମନ୍ତ୍ରୀ ଏକନାଥ ସିନ୍ଦେ ଏହି କଥା କହିଛନ୍ତି । ସେ କହିଛନ୍ତି ଯେ ପ୍ରଧାନମନ୍ତ୍ରୀଙ୍କ ସହ କଥା ହୋଇଛି । ବିଜେପିର ମୁଖ୍ୟମନ୍ତ୍ରୀ ନେତୃତ୍ବକୁ ଗ୍ରହଣ କରୁଛି। ମୁଁ ବିଜେପିର ସିଏମ୍ ପ୍ରାର୍ଥୀଙ୍କୁ ସମର୍ଥନ କରିବି।
Copyright Reserved With Newsroom